ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ ଦାବି ଉପସ୍ଥାପନ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଆଜି ସନ୍ଧ୍ୟାରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। କେନ୍ଦୁଝରରୁ ୪ ଥର ବିଧାୟକ ମୋହନ ଚରଣ ମାଝୀ ରାଜ୍ୟର ୧୫ତମ ମୁଖ୍ୟମନ୍ତ୍ରୀ ହେବେ ବୋଲି ପ୍ରକାଶ କରିଛି। ଫଳରେ ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଢ଼ିବ। ମୋହନ ଚରଣ ମାଝୀ ବିଜେପି ବିଧାୟକ ଦଳର ନେତା ତଥା ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯିବା ପରେ ଓଡ଼ିଶାରେ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି … Continue reading ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ ଦାବି ଉପସ୍ଥାପନ