www.samajalive.in
Sunday, December 14, 2025
26.1 C
Bhubaneswar

ଗୃହରକ୍ଷୀଙ୍କ ଭତ୍ତା ବୃଦ୍ଧି କଲେ ସରକାର

ଭୁବନେଶ୍ଵର: ଗୃହରକ୍ଷୀଙ୍କ ଭତ୍ତା ବୃଦ୍ଧି ହୋଇଛି। ଶୁକ୍ରବାର ଗୃହରକ୍ଷୀଙ୍କ ଦୈନିକ ଡ୍ୟୁଟି କଲ୍‌ ଅପ୍‌ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୬୧୨ରୁ ୬୨୩ ଟଙ୍କାକୁ ବଢିଛି ଭତ୍ତା। ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବେ ଏହା ଲାଗୁ ହେବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories