www.samajalive.in
Wednesday, December 10, 2025
23.1 C
Bhubaneswar

ନୀତିଶଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୨୦ରେ ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବିହାର ସରକାରଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ସ୍ବତନ୍ତ୍ର ନିମନ୍ତ୍ରଣ ମିଳିଛି। ବିହାରରେ ଏନ୍‌ଡିଏର ବିପୁଳ ବିଜୟ ହୋଇଛି। ତେଣୁ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବିହାର ଯିବି।

ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜୟ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ବୋଲି ଆଶା କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଏନଡିଏ ଶାସିତ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏହି ଉତ୍ସବରେ ଯୋଗ ଦେବେ ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories