www.samajalive.in
Wednesday, December 10, 2025
26.1 C
Bhubaneswar

ବିଶିଷ୍ଟ ଅତିଥି ଭାବେ ଯୋଗ ଦେବାକୁ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ଆସନ୍ତାକାଲି ଅର୍ଥାତ ମାର୍ଚ୍ଚ ୫ (ବୁଧବାର) ସନ୍ଧ୍ୟାରେ ଜୟଦେବ ଭବନରେ ଅନୁଷ୍ଠିତ ହେବ ରାଜ୍ୟସ୍ଥରୀୟ ବିଜୁ ଜୟନ୍ତୀ ଉତ୍ସବ। ୨୦୨୦ ମସିହା ପରଠାରୁ ମାର୍ଚ୍ଚ ୫ ତାରିଖକୁ ବିଜୁ ଜୟନ୍ତୀକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରାଯାଉଥିଲା। କିନ୍ତୁ ଚଳିତ ବର୍ଷ ରାଜ୍ୟ ସରକାର ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ ୨୪କୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେବା ପରେ ଆସନ୍ତାକାଲି କେବଳ ବିଜୁ ଜୟନ୍ତୀ ଉତ୍ସବ ପାଳନ କରାଯିବ।

ଆସନ୍ତାକାଲି ହେବାକୁ ଥିବା କାର୍ଯ୍ୟକ୍ରମରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୁଅ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କୁ ବିଶିଷ୍ଟ ଅତିଥି ଭାବେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିମନ୍ତ୍ରଣ କରିଛନ୍ତି। ଏକ ପତ୍ର ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ନବୀନଙ୍କୁ ସନ୍ଧ୍ୟା ୭ ତା ସମୟରେ ଭୁବନେଶ୍ୱର ଜୟଦେବ ଭବନ ଆସିବାକୁ ଅନୁରୋଧ କରିଥିବା ଜଣାପଡିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories