www.samajalive.in
Saturday, December 6, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା

ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଶିକ୍ଷା ନିମନ୍ତେ ନିୟୋଜିତ ହୋଇଥିବା ଶିକ୍ଷା ସ୍ୱେଚ୍ଛାସେବୀମାନଙ୍କ ଦରମା ୧୦ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୨୦୧୪ ମସିହାରୁ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ଯୋଗାଇବା ନିମେନ୍ତ ଶିକ୍ଷା ସ୍ୱେଚ୍ଛାସେବୀ ମାନଙ୍କୁ ନିୟୋଜିତ କରାଯାଇଥିଲା। ବର୍ତମାନ ଏହି ଶିକ୍ଷା ସ୍ୱେଚ୍ଛାସେବୀମାନଙ୍କୁ ମାସିକ ୫୩୭୯ଟଙ୍କା ପାରିଶ୍ରମିକ ଭାବେ ପ୍ରଦାନ କରାଯାଉଥିଲା। ୫ଟି-ଅଧ୍ୟକ୍ଷଙ୍କ ଜିଲା ଗସ୍ତ ବେଳେ ସେମାନଙ୍କ ଅସୁବିଧା ସମ୍ପର୍କରେ କାର୍ତ୍ତିକ ପାଣ୍ଡିଆନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମୁଖ୍ୟମନ୍ତ୍ରୀ ଏସମ୍ପର୍କରେ ବିଚାର କରି ପାରିତୋଷିକକୁ ୧୦ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୧୭ଜଣ ଭିନ୍ନକ୍ଷମ ଶିକ୍ଷା ସ୍ୱେଚ୍ଛାସେବୀ ଉପକୃତ ହେବେ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories