www.samajalive.in
Wednesday, November 12, 2025
19.1 C
Bhubaneswar

ଅଗଷ୍ଟ ୧୨ ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି

ଡେସ୍କ: ଅଗଷ୍ଟ ୧୨ ତାରିଖ ସୋମବାର ଦିନ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Hot this week

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା...

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ...

ଏଭଳି ଟଙ୍କାବଣ୍ଟା ନିର୍ବାଚନ ଜୀବନରେ ଦେଖି ନ ଥିଲି: ଶ୍ରୀକାନ୍ତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ବିଜେପି...

ଖଟିଆରେ ଆସି ମତଦାନ କଲେ ୧୧୦ ବର୍ଷୀୟା କାଲିୟା ଦେବୀ

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ...

Related Articles

Popular Categories