www.samajalive.in
Sunday, December 14, 2025
26.1 C
Bhubaneswar

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ 

କୋରାପୁଟ: ଜୟପୁରରେ ସୁଭଦ୍ରା ତୃତୀୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବାକୁ ଯାଉଛି । ଏନେଇ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ୱରେ ଟାସ୍କ ଫୋର୍ସ ଗଠନ ହୋଇଛି । ପୂର୍ବ ସରକାର ଦକ୍ଷିଣ ଓଡ଼ିଶା ବିକାଶକୁ ଗୁରୁତ୍ୱ ଦେଉନଥିଲେ, ଆମ ସରକାର ସବୁ ଅଞ୍ଚଳର ବିକାଶକୁ ଗୁରୁତ୍ୱ ଦେଉଛନ୍ତି । ରତ୍ନଗର୍ଭା କୋରାପୁଟର ବିକାଶ ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ । ୭୬୨କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭ ଉଦଘାଟନ ହୋଇଛି । ବିଶେଷ କରି ୪ଟି ବର୍ଗ-ଗରିବ, ମହିଳା, କୃଷକ, ଯୁବକଙ୍କ ବିକାଶକୁ ଗୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories