www.samajalive.in
Tuesday, December 9, 2025
16.1 C
Bhubaneswar

ଖୁସି ଜାହିର କଲେ ନବୀନ; ପ୍ରତିଟି ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ମୁହୂର୍ତ୍ତ

ଭୁବନେଶ୍ବର: ରାଷ୍ଟ୍ରପତି ପଦ ପାଇଁ ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କ ନାମ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ସ୍ବାଗତ କରିଛନ୍ତି । ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହିତ ଟ୍ବିଟ୍‌ ଯୋଗେ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀମତୀ ମୁର୍ମୁ ଦେଶରେ ମହିଳା ସଶକ୍ତୀକରଣ କ୍ଷେତ୍ରରେ ନିଶ୍ଚିତ ଭାବେ ଜ୍ବଳନ୍ତ ଉଦାହରଣ ସୃଷ୍ଟି କରିବେ। ଦେଶର ସର୍ବୋଚ୍ଚ ପଦ ପାଇଁ ତାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରେ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଆଲୋଚନା କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଏ ବିଷୟ ଜଣାଇବା ବେଳେ ସେ ଖୁବ୍‌ ଆନନ୍ଦ ପ୍ରକାଶ କରିଥିଲେ । ଓଡ଼ିଶାର ଜନସାଧାରଣଙ୍କ ପାଇଁ ବାସ୍ତବରେ ଏହା ସବୁଠୁ ଗର୍ବର ସମୟ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories