www.samajalive.in
Friday, December 5, 2025
27.1 C
Bhubaneswar

ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ୧୦୮ ସୁବାଷିତ ଜଳରେ ସ୍ନାନ କରି ଗଜାନନ ବେଶରେ ସୁସଜ୍ଜିତ ହେବେ ଶ୍ରୀଜିଉ । ଏଥିପାଇଁ ପ୍ରାତଃ ୪ଟା ୩୦ମିନିଟରୁ ନୀତିକାନ୍ତି ଆରମ୍ଭ ହୋଇଛି । ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହାପ୍ରଭୁଙ୍କ ଦର୍ଶନ କରି ବିଶ୍ୱାବସୀଙ୍କ କଲ୍ୟାଣ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗାମି ରଥଯାତ୍ରା କିପରି ସଠିକ୍‍ ଭାବେ ପରିଚାଳନା ହେବ ସେନେଇ ପ୍ରାର୍ଥନା କରିଛନ୍ତି । ଏଯାବତ କୌଣସି ଅସୁବିଧା ହୋଇନାହିଁ, ମହାପ୍ରଭୁଙ୍କ ସମସ୍ତ କାର୍ଯ୍ୟକ୍ରମ ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ସୁରୁଖୁରୁରେ କରାଯାଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories