www.samajalive.in
Friday, December 5, 2025
23.1 C
Bhubaneswar

ଭୁବନେଶ୍ୱରରେ ମଲ୍ଲିକାର୍ଜୁନ ଖଡ଼ଗେ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ । ସୋମବାର ଅପରାହ୍ନରେ ଭୁବନେଶ୍ୱରରେ ବିମାନ ବନ୍ଦରରେ ପହଞ୍ଚିବା ପରେ ଉପସ୍ଥିତ ଥିବା ଦଳୀୟ ନେତା ଓ କର୍ମୀ ତାଙ୍କୁ ସ୍ୱାଗତ ଜଣାଇଥିଲେ । ଏହାପରେ ଖଡ଼ଗେ ସିଧାସଳଖ ଲୋୟର ପିଏମଜିରେ ଆୟୋଜିତ ହୋଇଥିବା ଦଳୀୟ କାର୍ଯ୍ୟକ୍ରମ ଓଡ଼ିଶା ବଞ୍ଚାଅ ସମାବେଶରେ ଯୋଗ ଦେଇଛନ୍ତି । ସେଠାରେ ବରିଷ୍ଠ ନେତାଙ୍କ ଠାରୁ ଆରମ୍ଭ କରି ପଂଚାୟତ, ବୁଥ୍‌, ବ୍ଲକ ସ୍ତରର କର୍ମୀଙ୍କୁ ଉଦବୋଧନ ଦେଉଛନ୍ତି ଖଡଗେ । ଓଡ଼ିଶାକୁ ବିଜେପି ଓ ବିଜେଡି କବଳରୁ ବଞ୍ଚାଇବା ସ୍ଲୋଗାନ ଦେଇ ଏହି ବିଶାଳ ସମାବେଶ କରୁଛି କଂଗ୍ରେସ ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories