www.samajalive.in
Friday, December 12, 2025
27.1 C
Bhubaneswar

୨୯ରେ କଂଗ୍ରେସର ଓଡ଼ିଶା ବଞ୍ଚାଅ ଆନ୍ଦୋଳନ: ଯୋଗ ଦେବେ ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱର: ଆସନ୍ତା ୨୯ରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସେହିଦିନ କଂଗ୍ରେସ କରିବ ଓଡ଼ିଶା ବଞ୍ଚାଅ ଆନ୍ଦୋଳନ । ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଶନିବାର ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ଭୁବନେଶ୍ୱର ଲୋୟର ପିଏମଜିରେ ଶକ୍ତି ପ୍ରଦର୍ଶନ କରିବ ଦଳ । ଏଥିପାଇଁ ଦଳ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି । ଏହି ସମାବେଶରେ ଯୋଗଦେବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସମାବେଶରେ ଉଦବୋଧନ ଦେଇ ଓଡ଼ିଶାରେ ୨୦୨୪ ନିର୍ବାଚନର ବିଗୁଲ ବଜାଇବେ ଖଡଗେ । ସଭାପତି ଭାବେ ଦାୟୀତ୍ୱ ଗ୍ରହଣ କରିବା ପରେ ଏହା ଖଡଗେଙ୍କ ପ୍ରଥମ ଓଡ଼ିଶା ଗସ୍ତ ହୋଇଥିବାରୁ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories