www.samajalive.in
Thursday, December 11, 2025
14.1 C
Bhubaneswar

ଓଡ଼ିଶା ପିସିସି ସାଂଗଠନିକ ବ୍ୟାପାର ଓ ନେତୃତ୍ବ ନେଇ ଏଆଇସିସିର ତନାଘନା

ଭୁବନେଶ୍ବର: ଓଡ଼ିଶା ପିସିସି ସାଂଗଠନିକ ବ୍ୟାପାର ଓ ନେତୃତ୍ବ ନେଇ ଏଆଇସିସିର ତନାଘନା ଆରମ୍ଭ କରିଛି। ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହାନ୍ତଙ୍କୁ ଦାୟିତ୍ବ ଦିଆଯାଇଛି। ତୁରନ୍ତ ଓଡ଼ିଶା ପହଞ୍ଚି ରିପୋର୍ଟ କରିବାକୁ ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହାନ୍ତଙ୍କୁ ଏଆଇସିସି ନିର୍ଦେଶ ଦେଇଛି। ଅନ୍ୟତମ ସଦସ୍ୟ ମିନାକ୍ଷୀ ନଟ୍ଟରାଜନଙ୍କ ସହ କୋଅର୍ଡିନେଟର ପାଇଁ ପରାମର୍ଶ ଦିଆଯାଇଛି।

Hot this week

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

Related Articles

Popular Categories