www.samajalive.in
Monday, December 15, 2025
24.1 C
Bhubaneswar

ରାଜ୍ୟରେ ଆଉ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୭ ଜଣ ରହିଛନ୍ତି । କ୍ୱାରେଣ୍ଟାଇନରୁ ୬୭ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲରୁ ୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ୧୩, ଷ୍ଟେଟପୁଲରୁ ୧୨. ସୁନ୍ଦରଗଡରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡା, ସମ୍ବଲପୁର, ଗଜପତି, ଜଗତସିଂହପୁରରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗଞ୍ଜାମ, ଯାଜପୁର, ପୁରୀ, ବାଲେଶ୍ୱର, ଝାରସୁଗୁଡାରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ, ନୟାଗଡ, ରାୟଗଡ଼ା ଓ ଅନୁଗୁଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି । ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ୧୮୧ ଜଣ ଆକ୍ରାନ୍ତ । ରାଜ୍ୟରେ ମୋଟ ୧୦୪୩୭୮୨ ଜଣ କରୋନାରୁ ସୁସ୍ଥ ହୋଇଥିବା ବେଳେ, ମୋଟ୍ ଆକ୍ଟିଭ୍ କେସ୍ ରହିଛି ୧୫୯୪ ।

Hot this week

ରାତିରେ ସ୍ଵେଟର ଏବଂ ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories