www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟରେ ଆଉ ୭୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୪୩୩ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩୦୮ଜଣ ରହିଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷର ମଧ୍ୟରେ ଚିହ୍ନଟ ହୋଇଛନ୍ତି ୧୩୮ ଆକ୍ରାନ୍ତ । ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୧୭୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୩, ବାଲେଶ୍ବରରୁ ୧୨, ବରଗଡ଼ରୁ ୧୭, ବଲାଙ୍ଗୀରରୁ ୨୮, ବୌଦ୍ଧରୁ ୬, କଟକରୁ ୩୮, ଦେବଗଡ଼ରୁ ୯, ଢେଙ୍କାନାଳରୁ ୨, ଗଜପତିରୁ ୫, ଗଞ୍ଜାମରୁ ୬, ଜଗତସିଂହପୁରୁ ୫, ଯାଜପୁରରୁ ୧୦, ଝାରସୁଗୁଡ଼ାରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି  କଳାହାଣ୍ଡିରୁ ୩୬, କନ୍ଧମାଳରୁ ୧୫, କେନ୍ଦ୍ରାପଡ଼ାରୁ ୫, ଖୋର୍ଦ୍ଧାରୁ ୧୪୦, କୋରାପୁଟରୁ ୧୪୦, କୋରାପୁଟରୁ ୧୬, ମୟୂରଭଞ୍ଜରୁ ୫୯, ନବରଙ୍ଗପୁରରୁ ୧୧, ନୟାଗଡ଼ରୁ ୮, ନୂଆପଡ଼ାରୁ ୧୬, ପୁରୀରୁ ୨, ରାୟଗଡ଼ାରୁ ୧୦, ସମ୍ବଲପୁରୁ ୨୦ ଓ ଷ୍ଟେଟପୁଲରୁ ୨୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୮୫୬ ସଂକ୍ରମିତ । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬,୬୧୬ ରହିଛି ।

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories