www.samajalive.in
Saturday, December 13, 2025
23.1 C
Bhubaneswar

ରାଜ୍ୟରେ ଆଉ ୨୭ଶହ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୭ଶହ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧୫୭୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧୧୨୪ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ପଜିଟିଭଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪୦୯ ଆକ୍ରାନ୍ତ ଥିବା କୁହାଯାଇଛି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୨୦୪ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍‍ ସୁସ୍ଥ ହେଲେଣି ୧୦ଲକ୍ଷ ୪୫ହଜାର ୭୧୮ ଆକ୍ରାନ୍ତ । ଖୋର୍ଦ୍ଧାରୁ ସର୍ବାଧିକ ୯୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୭, ବାଲେଶ୍ୱରରୁ ୭୩, ବରଗଡ଼ରୁ ୭୫, ଭଦ୍ରକରୁ ୫, ବଲାଙ୍ଗୀରରୁ ୫୪ ବୌଦ୍ଧରୁ ୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୧୯୧, ଦେବଗଡ଼ରୁ ୩୭, ଢେଙ୍କାନାଳରୁ ୩, ଗଜପତିରୁ ୯, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୧୩, ଯାଜପୁରରୁ ୭. ଝାରସୁଗୁଡ଼ାରୁ ୧୦୬, କଳାହାଣ୍ଡିରୁ ୧୩, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩୩, କୋରାପୁଟରୁ ୧୯, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁରରୁ ୨୯, ନୟାଗଡ଼ରୁ ୬, ନୂଆପଡ଼ାରୁ ୧୦, ପୁରୀରୁ ୫୪, ରାୟଗଡ଼ାରୁ ୨୨, ସମ୍ବଲପୁରରୁ ୧୭୯, ସୋନପୁରରୁ ୧୦. ସୁନ୍ଦରଗଡ଼ରରୁ ୪୫୪ ଓ ଷ୍ଟେଟପୁଳରୁ ୨୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୬୨ହଜାର ୪୭୬କୁ ବୃଦ୍ଧି ପାଇଛି । ଏବଂ ସକ୍ରିୟ ଆକ୍ରାନ୍ତ ୮ହଜାର ୨୩୭ ଜଣ ରହିଛନ୍ତି ।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories