www.samajalive.in
Saturday, December 13, 2025
21.1 C
Bhubaneswar

ରାଜ୍ୟରେ ଆଉ ୮ହଜାର ୮୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮ହଜାର ୮୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୫,୧୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୩,୭୧୭ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୯୨୭ ପଜିଟିଭ୍ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୨,୫୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧୬୦, ବାଲେଶ୍ୱର ୨୯୦, ବରଗଡ ୧୪୧, ଭଦ୍ରକ ୧୧୭, ବଲାଙ୍ଗିର ୨୩୨, ବୌଦ୍ଧ ୯୩, କଟକ ୬୨୮, ଦେବଗଡ ୫୫, ଢେଙ୍କାନାଳ ୧୦୦, ଗଜପତିରୁ ୯୨ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୫୩, ଜଗତସିଂହପୁର ୧୮୦, ଯାଜପୁର ୨୦୯, ଝାରସୁଗୁଡା ୧୪୪, କଳାହାଣ୍ଡି ୨୩୯, କନ୍ଧମାଳ ୧୦୯, କେନ୍ଦ୍ରାପଡା ୯୨, କେନ୍ଦୁଝରରେ ୧୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହେଲେ ଆଉ ୧୦,୩୯୦ ଆକ୍ରାନ୍ତ । ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୦ଲକ୍ଷ ୯୯ହଜାର ୪୨୩ ଆକ୍ରାନ୍ତ । ରାଜ୍ୟରେ ମୋଟ୍‍ ସକ୍ରିୟ ଆକ୍ରାନ୍ତ ୮୮ହଜାର ୧୫୦ ରହିଥିବା ବୋଳ, ରାଜ୍ୟରେ ଏଯାଏ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧ଲକ୍ଷ ୯୬ହଜାର ୧୪୦କୁ ବୃଦ୍ଧି ପାଇଛି ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories