www.samajalive.in
Saturday, December 6, 2025
23.1 C
Bhubaneswar

ଆଉ ୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ମୃତ୍ୟୁ । ଗତ ଦୁଇ ଦିନ ହେଲା କରୋନା ଜନିତ ମୃତ୍ୟୁସଂଖ୍ୟାରେ ସ୍ୱଳ୍ପ ହ୍ରାସ ପାଇଥିବା ବେଳେ, ପୁଣି ଆଜି କରୋନା ଜନିତ ମୃତ୍ୟୁସଂଖ୍ୟା ସମାନ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନା ଯୋଗୁ ଆଉ ୭ ଜଣଙ୍କ ଜୀବନ ଯାଇଛି । ଗୋଟିଏ ଦିନରେ ଖୋର୍ଦ୍ଧାରୁ ସର୍ବାଧିକ ୩ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୮,୫୩୨କୁ ବୃଦ୍ଧି ପାଇଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories