www.samajalive.in
Sunday, December 7, 2025
14.1 C
Bhubaneswar

ଆଉ ୧୫ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନାଜନିତ ମୃତ୍ୟୁସଂଖ୍ୟା । ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ୧୧ ଜିଲ୍ଲାରୁ ୧୫ ଜଣ କାରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଲା ସ୍ୱାସ୍ଥ୍ୟ ବିଭାଗ । ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ଼, କଟକ, ଅନୁଗୁଳ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ, ନବରଙ୍ଗପୁର, ନୂଆପଡ଼ା, ପୁରୀ ଓ ରାୟଗଡ଼ାରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୮ହଜାର ୫୭୫କୁ ବୃଦ୍ଧି ପାଇଛି । ହେଲେ ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ହ୍ରାସ ପାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories