www.samajalive.in
Monday, December 8, 2025
24.1 C
Bhubaneswar

କରୋନା ନେଲା ଆଉ ୧୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗୋଟିଏ ଦିନରେ ରାଜ୍ୟରେ କରୋନା ଯୋଗୁ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ, ଗଞ୍ଜାମ ଓ ଯାଜପୁରରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଜଗତସଂହପୁରରୁ ୨, ଭଦ୍ରକ, କଟକ ଓ ଢେଙ୍କାନାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । କେନ୍ଦୁଝର, ନୟାଗଡ଼, ପୁରୀରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‍ କରୋନା ଜନିତ ମୃତ୍ୟୁସଂଖ୍ୟା ୮, ୬୧୨କୁ ବୃଦ୍ଧି ପାଇଛି ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories