www.samajalive.in
Friday, December 5, 2025
20.1 C
Bhubaneswar

ରାଜ୍ୟରେ ଆଉ ୧୦ କରେନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩ଜଣ ରହିଥିବା ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି । ତେବେ ଆଜି ୨୬ ଜିଲ୍ଳା କରୋନା ମୁକ୍ତ ରହିଥିବା ବେଳେ ୪ ଜିଲ୍ଲା ଅର୍ଥାତ ବଲାଙ୍ଗୀରରୁ ୧ କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୨ ଓ ସମ୍ବଲପୁରରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ କରୋନାରୁ ଗୋଟିଏ ଦିନରେ ସୁସ୍ଥ ହୋଇଛନ୍ତି ୧୯ଜଣ ଆକ୍ରାନ୍ତ । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ୧୦୫ ସକ୍ରିୟ ମାମଲା ରହିଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories