www.samajalive.in
Tuesday, December 9, 2025
15.1 C
Bhubaneswar

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ସେଥିମଧ୍ୟରୁ ସଙ୍ଗରୋଧରୁ ୫ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୩ଜଣ ରହିଛନ୍ତି । ସବୁଠାରୁ ବଡ଼ କଥା ହେଉଛି ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ ଜନ୍ମରୁ ୧୮ ବର୍ଷର ମଧ୍ୟରେ ରହିଥିବା ସୂଚନା ଦିଆଯାଇଛି । ଆଜିର ସମସ୍ତ ଆକ୍ରାନ୍ତ ୫ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ରାଜ୍ୟର ୨୫ ଜିଲ୍ଳା କରୋନା ମୁକ୍ତ ରହିଛି । ନୂଆପଡ଼ାରୁ ସର୍ବାଧିକ ୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨, ଖୋର୍ଦ୍ଧା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୮  ଜଣ ଆକ୍ରାନ୍ତ । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୧୩୧ ରହିଛି  ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories