www.samajalive.in
Friday, December 12, 2025
15.1 C
Bhubaneswar

ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୬ଜଣ ରହିଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪ଜଣ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ଆଜିର ଏହି ସମସ୍ତ ଆକ୍ରାନ୍ତ ରାଜ୍ୟର ୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୨୬ଜିଲ୍ଲାରୁ କୌଣସି ପଜିଟିଭ୍‌ ମାମଲା ଆସିନାହିଁ । ସେହିପରି ନୂଆପଡ଼ାରୁ ସର୍ବାଧିକ ୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।  କଟକରୁ ୩, ଖୋର୍ଦ୍ଧା ଓ ବାଲେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ରାଜ୍ୟରେ ଗୋଟିଏ ଦିନରେ କରୋନାରୁ ୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ୧୪ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୮ ରହିଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories