www.samajalive.in
Friday, December 5, 2025
26.1 C
Bhubaneswar

ରାଜ୍ୟରେ କମୁଛି କରୋନା; ଆଉ ୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨ଜଣ ରହିଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨ଜଣ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ଆଜିର ଏହି ସମସ୍ତ ଆକ୍ରାନ୍ତ ରାଜ୍ୟର ୫ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଏବଂ ୨୫ଜିଲ୍ଲାରୁ କୌଣସି ପଜିଟିଭ୍‌ ମାମଲା ଆସିନାହିଁ । ଗଞ୍ଜାମ ଓ ସମ୍ବଲପୁରୁ ୨ଜଣ ଲେଖାଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ, ଖୋର୍ଦ୍ଧା ଓ ବାଲେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ରାଜ୍ୟରେ ଗୋଟିଏ ଦିନରେ କରୋନାରୁ ୧୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ୭ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨ ରହିଛି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories