www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ କରୋନା ନେଲାଣି ୯୦୭୯ ଜୀବନ

ରାଜ୍ୟରେ କରୋନା ଯୋଗୁ ଏପର୍ଯ୍ୟନ୍ତ ୯ ହଜାର ୭୯ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ପଷ୍ଟ କରିଛି। ଆଉ ୮ ଜଣଙ୍କ ମୃତ୍ୟୁ କରୋନା ଯୋଗୁ ହୋଇଥିବା ସ୍ୱତନ୍ତ୍ର ବିଶେଷଜ୍ଞ କମିଟି ସ୍ପଷ୍ଟ କରିବା ପରେ ଏହି ସଂଖ୍ୟା ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରେ ବରଗଡ଼ର ଜଣେ ୮୪ ବର୍ଷୀୟ ପୁରୁଷ, ଭୁବନେଶ୍ୱରର ଜଣେ ୬୫ ବର୍ଷୀୟ ମହିଳା, ୬୭ ବର୍ଷୀୟ ପୁରୁଷ, ୫୯ ବର୍ଷୀୟ ମହିଳା, ଦେଓଗଡ଼ର ଜଣେ ୪୫ ବର୍ଷୀୟ ପୁରୁଷ, ଖୋର୍ଦ୍ଧାର ଜଣେ ୬୦ ବର୍ଷୀୟ ପୁରୁଷ, ନୟାଗଡ଼ର ଜଣେ ୫୫ ବର୍ଷୀୟ ମହିଳା ଓ ସୁନ୍ଦରଗଡ଼ର ଜଣେ ୫୫ ବର୍ଷୀୟ ପରୁଷ ଥିବା ଜଣାପଡିଛି। ସମସ୍ତ ମୃତକ କରୋନା ସହ ଅନ୍ୟାନ୍ୟ ଜଟିଳ ରୋଗରେ ମଧ୍ୟ ପୀଡିତ ଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories