www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରେ କରୋନା ନେଲା ଆଉ ୩ ଜୀବନ

ଭୁବନେଶ୍ବର: ରାଜ୍ୟରେ ସୋମବାର କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ହୋଇଛି। ୩ ଜଣ ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କଳାହାଣ୍ଡି ଜିଲାରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସେହିପରି ରାଜ୍ୟରେ ଆଉ ୩୬୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୦୮ଓ  ୧୫୫ଜଣ ସ୍ଥାନୀୟ ଅଞ୍ଚଳ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୫୯୬କୁ ବୃଦ୍ଧି ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories