www.samajalive.in
Saturday, December 6, 2025
14.1 C
Bhubaneswar

ଆଉଜଣେ କରୋନା ଆକ୍ରାନ୍ତ ସୁସ୍ଥ, ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ସୁସ୍ଥ ହେଲେଣି ମୋଟ୍ ୬୩ ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଶୁକ୍ରବାର ସୁସ୍ଥ ହୋଇଥିବା ଆକ୍ରାନ୍ତ ଜଣକ ରାଉରକେଲାର ହୋିଥିବା ବେଳେ ଓଡ଼ିଶାରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୬୩କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ସୂଚନାଯୋଗ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୧୮୦ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories