www.samajalive.in
Friday, December 5, 2025
20.1 C
Bhubaneswar

ରାଜ୍ୟରେ ୧୨ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଚିହ୍ନଟ ହେଲେ ଆଉ ୮୦ କରୋନା ପଜିଟିଭ୍

ଭୁବନେଶ୍ଵର : ରାଜ୍ୟରେ ଆଉ ୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା ୮୦ ଜଣଙ୍କ ମଧ୍ୟରେ  ଗଞ୍ଜାମରୁ ୧୯, ଯାଜପୁରରୁ ୧୪, ବାଲେଶ୍ବରରୁ ୩, ପୁରୀରୁ ୧୭, କଟକରୁ ଜଣେ, ସୁନ୍ଦରଗଡରୁ ୫, ନୟାଗଡରୁ ୫,ବଲାଙ୍ଗିରରୁ ୧ , ମାଲକାନଗିରିରୁ ୫, କନ୍ଧମାଳରୁ ୨, ଝାରୁସୁଗୁଡାରୁ ୩, ନବଙ୍ଗରପୁରରୁ ୧ ଏବଂ ଗଜପତି ଜିଲ୍ଲାରୁ ୪ଜଣ ରହିଥିବା ଜଣାପଡିଛି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟ​‌ରେ ୧୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୨୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୪୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories