www.samajalive.in
Monday, December 15, 2025
16.1 C
Bhubaneswar

୨.୧୯ ଲକ୍ଷ ହିତାଧିକାରୀ ନେଲେ ଟିକା

ଭୁବନେଶ୍ବର: ରାଜ୍ୟରେ ଚାଲିଥିବା ଟିକାକରଣ ଅଭିଯାନରେ ୧୩୦୭ଟି କେନ୍ଦ୍ରରେ ୨ଲକ୍ଷ ୧୯ହଜାର ୨୭୬ ହିତାଧିକାରୀ ଟିକା ନେଇଛନ୍ତି। ଏହାକୁ ନେଇ ରାଜ୍ୟର ଟିକାକରଣ ସଂଖ୍ୟା ୨କୋଟି ୯ଲକ୍ଷ ୩୧ହଜାର ୫୫୫ରେ ପହଞ୍ଚିଛି। ଆଜି ୬୯୭ କେନ୍ଦ୍ରରେ ଟିକାକରଣ ହେବାକୁ ରହିଛି। ଇତିମଧ୍ୟରେ ୮୮ହଜାର ୫୫୮ ଗର୍ଭବତୀଙ୍କୁ ଟିକାକରଣ କରାଯାଇଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories