www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ୨୪ ଘଣ୍ଟାରେ ୩୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିମଧ୍ୟରୁ ୬ ଜଣ ୧୮ ବର୍ଷରୁ କମ୍ ବୟସ୍କ ଥିବା ସୂଚନା ମିଳିଛି। ରାଜ୍ୟର ୧୧ଟି ଜିଲାରୁ ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମିଳିଥିବର ତଥ୍ୟ ଅନୁସାରେ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରୁ ୧ ଜଣ, ଯାଜପୁରରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜରୁ ୫ ଜଣ, ସମ୍ବଲପୁରରୁ ୪ ଜଣ ଓ ଷ୍ଟେଟପୁଲରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ମୋଟ୍‌ ୧୨, ୮୭, ୭୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ୧୨, ୭୮,୨୩୩ ଜଣ ସୁସ୍ଥ ହୋଇଥିବା ବେଳେ ୩୩୦ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

Related Articles

Popular Categories