www.samajalive.in
Sunday, December 7, 2025
23.1 C
Bhubaneswar

ଦିନକରେ ୬୫ କରୋନା ଆକ୍ରାନ୍ତ ମୃତ, କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଦିନକରେ ୬୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୧୪ ଜଣ ପ୍ରାଣ ହରାଇଥିବା ବେଳେ ବରଗଡ, କେନ୍ଦୁଝର ଓ ପୁରୀ ଜିଲାରେ ୬ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ସେହିପରି ଅନୁଗୁଳ ଓ ମୟୁରଭଞ୍ଜରୁ ୫ ଜଣ ଲେଖାଏଁ, ନୟାଗଡ଼ରୁ ୪, ଗଂଜାମ, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏଁ ଏବଂ ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି ପାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories