www.samajalive.in
Tuesday, December 9, 2025
26.1 C
Bhubaneswar

ଆନ୍ଦୋଳନରୁ ଓହରିଲା ଓଡ଼ିଶା ଡ୍ରାଇଭର ମହାସଂଘ

ସମାଜ ଡିଜିଟାଲ ଡେସ୍କ: ୫ ଦିନ ପରେ ଆନ୍ଦୋଳନରୁ ଓହରିଛି ଓଡ଼ିଶା ଡ୍ରାଇଭର ମହାସଂଘ। ଶନିବାର ରାତିରେ ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି ମହାସଂଘର ସହ ସମ୍ପାଦକ ମାନସ ଦେବତା। ବିଭିନ୍ନ ଦାବି ନେଇ ଡ୍ରାଇଭର ମହାସଂଘ ଗତ ୮ ତାରିଖରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଆରମ୍ଭ କରିଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ଗାଡ଼ି ଚଳାଚଳ ବନ୍ଦ କରିବା ସହିତ ଧର୍ମଘଟରେ ବସିଥିଲେ।

ଶନିବାର ଏହି ଆନ୍ଦୋଳନ ୫ମ ଦିନରେ ପହଞ୍ଚିଥିଲା। ତେବେ ସଂଘ ଭିତରେ ଫାଟ ସୃଷ୍ଟି ହେବାରୁ କିଛି ଡ୍ରାଇଭର ବସ ଚଳାଚଳ ଆରମ୍ଭ କରିଥିଲେ। ଏପରି କି ସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଳି କିଛି ଚାଳକଙ୍କୁ ସଂଘରୁ ବାହାର କରିଦେବାକୁ ଧମକ ମଧ୍ୟ ଦେଇଥିଲେ।

Hot this week

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

Related Articles

Popular Categories