www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ଇଦ୍‌; ବିଭିନ୍ନ ସ୍ଥାନରେ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର: ଆଜି ଇସଲାମ୍‌ ଧର୍ମାବଲମ୍ବୀଙ୍କ ବଡ଼ ପର୍ବ ଇଦ୍‌ ଉଲ୍‌ ଫିତର । ସାରା ଦେଶରେ ଏହି ପର୍ବ ବେଶ ଉତ୍ସାହର ସହ ପାଳନ କରାଯାଉଛି । ମୁସଲମାନ ଭାଇ ଭଉଣୀ ମାନେ ମାସକର ରମଜାନ୍‌ ପଳନ ପରେ ଇଦ୍‌ ପାଳନ କରୁଛନ୍ତି । ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ବ୍ୟାପକ ପ୍ରସ୍ତୁତି ହୋଇଥିବା ଦେଖିବାକୁ ମିଳିଛି । କଟକ, ଭୁବନେଶ୍ୱର, ଭଦ୍ରକ, ବାଲେଶ୍ୱର, ଝାରସୁଗୁଡ଼ା ପରି ବିଭିନ୍ନ ସହର ଉଦ୍‌ ପାଇଁ ଚଳଚଞ୍ଚଳ ହୋଇଉଠିଛି । ନମାଜ ପାଠ ପାଇଁ ମସଜିଜ୍ ଗୁଡ଼ିକରେ ବ୍ୟବକ ବ୍ୟବସ୍ଥା କରାଯାଇଥିବା​‌ ବେଳେ କଟକରେ ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ପୁଲିସ ମୁତୟନ କରାଯାଇଛି । କଟକ ଡିସିପିଙ୍କ କହିବା ଅନୁଯାୟୀ କୌଣସି ଅପ୍ରୀତିକର ପରିସ୍ଥିତି ଯେପରି ନଘଟେ ସେନେଇ ୧୨ ପ୍ଲାଟୁନ ପୁଲିସ ମୁତୟନ ଅଛନ୍ତି । ୪ଟି ଏଡ ପୋଷ୍ଟ କରାଯାଇଛି ।   ସେହିପରି ରାଜ୍ୟ ସମେତ ରାଜଧାନୀ ଦିଲ୍ଲୀ ଓ ଅନ୍ୟ ରାଜ୍ୟ ଗୁଡ଼ିକରେ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories