www.samajalive.in
Sunday, December 7, 2025
26.1 C
Bhubaneswar

ସରିଲା ପ୍ରଚାର, ମେ’ ୨୫କୁ ଅପେକ୍ଷା

ଡେସ୍କ: ଗୁରୁବାର ସନ୍ଧ୍ୟାରେ ଓଡ଼ିଶାର ୬ଟି ଲୋକସଭା ଆସନ ପାଇଁ ପ୍ରଚାର ଶେଷ ହୋଇଛି। ସାଧାରଣ ନିର୍ବାଚନ ସହିତ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, ପୁରୀ, ଭୁବନେଶ୍ୱର ଓ କଟକ ଲୋକସଭା ନିର୍ବାଚନ ମଣ୍ଡଳୀର ୪୨ଟି ବିଧାନସଭା ଆସନରେ ମଧ୍ୟ ମେ’ ୨୫ତାରିଖରେ ମତଦାନ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ, ବିଜେପି ନେତା ଭର୍ତ୍ତୃହରି ମହତାବ, ଅପରାଜିତା ଷଡ଼ଙ୍ଗୀ, ସମ୍ବିତ ପାତ୍ର, ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବହୁ ବରିଷ୍ଠ ନେତା ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।

ମହାରାଷ୍ଟ୍ର ବିସ୍ଫୋରଣ – ୮ ମୃତ, ୬୦ ଆହତ

- Advertisement -

ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଆଜି ଓଡ଼ିଶାରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ସେ ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପିକୁ ସରକାର ଗଢ଼ିବାର ସୁଯୋଗ ଦେବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି।

ନରେନ୍ଦ୍ର ମୋଦୀ ଫ୍ୟାକ୍ଟର ନୁହେଁ, ସାଧାରଣ ଲୋକଙ୍କ ଫ୍ୟାକ୍ଟର – ଅରବିନ୍ଦ କେଜ୍ରିଓ୍ଵାଲ

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories