ଡେସ୍କ: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ଓ ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖରେ ମତଦାନ ହେବ। ଏଥିରେ ରାଜ୍ୟର ୬ଟି ଲୋକସଭା ଆସନ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ଵର ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ ୯୪ ଲକ୍ଷ ୪୮ ହଜାର ୫୫୩ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିବେ।
| ସଂସଦୀୟ ନିର୍ବାଚନ ମଣ୍ଡଳୀ / ବିଧାନସଭା ନିର୍ବାଚନ ମଣ୍ଡଳୀ ଖଣ୍ଡ | ମତଦାନ ସମୟ |
| ୩-ସମ୍ବଲପୁର | |
| ୧୫-କୁଚିଣ୍ଡା (ଏସ୍.ଟି.) ବିଧାନସଭା ନିର୍ବାଚନ ମଣ୍ଡଳୀ | ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ |
| ୧୬-ରେଙ୍ଗାଲି (ଏସ୍.ସି.) ବିଧାନସଭା ନିର୍ବାଚନ ମଣ୍ଡଳୀ | ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ |
| ୧୭-ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀ | ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ |
| ୧୮-ରେଢାଖୋଲ ବିଧାନସଭା ନିର୍ବାଚନ ମଣ୍ଡଳୀ | ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ |
| ୧୯-ଦେବଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ | ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ |
| ୬୨-ଛେଣ୍ଡିପଦା (ଏସ୍.ସି.) ବିଧାନସଭା ନିର୍ବାଚନ ମଣ୍ଡଳୀ | ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ |
| ୬୩-ଆଠମଲ୍ଲିକ ବିଧାନସଭା ନିର୍ବାଚନ ମଣ୍ଡଳୀ | ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ |
| ୪-କେନ୍ଦୁଝର (ଏସ୍.ଟି.) | ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ |
| ୯-ଢେଙ୍କାନାଳ | ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ |
| ୧୪-କଟକ | ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ |
| ୧୭-ପୁରୀ | ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ |
| ୧୮- ଭୁବନେଶ୍ୱର | ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ |



