ମେ’ ୨୫ରେ ରାଜ୍ୟରେ ନିର୍ବାଚନ – ଜାଣନ୍ତୁ କେଉଁଠି ଓ କେତେବେଳେ

ଡେସ୍କ: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ଓ ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖରେ ମତଦାନ ହେବ। ଏଥିରେ ରାଜ୍ୟର ୬ଟି ଲୋକସଭା ଆସନ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ଵର ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ ୯୪ ଲକ୍ଷ ୪୮ ହଜାର ୫୫୩ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିବେ। Related … Continue reading ମେ’ ୨୫ରେ ରାଜ୍ୟରେ ନିର୍ବାଚନ – ଜାଣନ୍ତୁ କେଉଁଠି ଓ କେତେବେଳେ