www.samajalive.in
Friday, December 5, 2025
27.1 C
Bhubaneswar

ନକଲି ଶିକ୍ଷକଙ୍କ ତଥ୍ୟ ଦିଅ, ୧୧ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି

ଭୁବନେଶ୍ୱର: ଯଥାଶୀଘ୍ର ନକଲି ଶିକ୍ଷକଙ୍କ ତଥ୍ୟ ଦେବାକୁ ୧୧ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି। ୧୧ଟି ଜିଲା ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ଗଜପତି, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡା, ମାଲକାନଗିରି, ମୟୂରଭଞ୍ଜ ଓ ସମ୍ବଲପୁର ଜିଲାର ଶିକ୍ଷା ଅଧିକାରୀଙ୍କୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଲେଖାଯାଇଛି।
ଜାଲ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ଶିକ୍ଷକଙ୍କ ସମ୍ପର୍କରେ ରାଜ୍ୟ ସରକାର ଅନୁପାଳନ ସତ୍ୟପାଠ ପ୍ରସ୍ତୁତ କରୁଛନ୍ତି। ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିବେ। ହେଲେ ଏପର୍ଯ୍ୟନ୍ତ ୧୧ଟି ଜିଲାରୁ ତଥ୍ୟ ଆସିନଥିବାରୁ ଅନୁପାଳନ ସତ୍ୟପାଠ ପ୍ରସ୍ତୁତ ହୋଇପାରୁ ନଥିବା ଚିଠିରେ ଉଲ୍ଲେଖ କରାଯାଇଛି। ତୁରନ୍ତ ଏସବୁ ନକଲି ଶିକ୍ଷକଙ୍କ ତଥ୍ୟ ଦେଲେ କମ୍ପଲିଆନ୍ସ ଆଫିଡେଭିଟ୍‍ ବା ଅନୁପାଳନ ସତ୍ୟପାଠ ପ୍ରସ୍ତୁତ କରି କୋର୍ଟରେ ଦାଖଲ କରାଯିବ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories