www.samajalive.in
Sunday, December 7, 2025
23.1 C
Bhubaneswar

ଆସନ୍ତାକାଲି ଆନ୍ତଃମନ୍ତ୍ରିସ୍ତରୀୟ ବୈୖଠକ

ଭୁବନେଶ୍ବର: ଆସନ୍ତାକାଲି ଲୋକସେବା ଭବନଠାରେ ଆନ୍ତଃ ମନ୍ତ୍ରିସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଖାଦ୍ୟ ଯୋଗାଣ, ସମବାୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଆଇନ ତଥା ଅନୁସୂଚିତ ଜନଜାତି ତଥା ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଶକ୍ତି ତଥା ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଯୋଗ ଦେବେ। ଆନ୍ଦୋଳନରତ ବିଭିନ୍ନ ସଙ୍ଗଠନର ଦାବି ଉପରେ ଏଥିରେ ନିଷ୍ପତ୍ତି ନିଆଯାଇପାରେ ବୋଲି ଜଣାପଡ଼ିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories