www.samajalive.in
Saturday, December 6, 2025
16.1 C
Bhubaneswar

ସକାଳୁଆ ଖୋଲିବ ଅଙ୍ଗନବାଡି

ଭୁବନେଶ୍ୱର: ରାଜ୍ୟରେ ସବୁ ଅଙ୍ଗନବାଡି ଏବେ ସକାଳୁଆ ଖୋଲିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ସକାଳୁଆ କରିବା ପାଇଁ ନିଷ୍ପତି ନେଇଛନ୍ତି। ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ପର୍ଯ୍ୟନ୍ତ ଅଙ୍ଗନବାଡି ଖୋଲିବ। ଆଗକୁ ରାଜ୍ୟରେ ତାପମାତ୍ରା ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯିବା ପରେ ଏହି ଘୋଷଣା କରାଯାଇଛି। ଏବେ ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଟପିଥିବା ବେଳେ ଆଗକୁ ତାପମାତ୍ରା ଆହୁରି ବଢିବ। ଏହାକୁ ଦୃଷ୍ଟିରେ ରଖି ପୂର୍ବରୁ ସ୍କୁଲ ଗୁଡିକ ସକାଳୁଆ କରାଯାଇଥିବା ବେଳେ ଏବେ ଅଙ୍ଗନବାଡି ମଧ୍ୟ ସକାଳୁଆ ହେବ।

 

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories