ଆଜି ବିଭିନ୍ନ ବିଭାଗରେ ନିଯୁକ୍ତ ହେବେ ୧୨୯୪ ଅଧିକାରୀ

ଭୁବନେଶ୍ବର: ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ୧୨୯୪ଜଣଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗଦେଇ ନବନିଯୁକ୍ତ ଅଧିକାରୀଙ୍କୁ ଦିଗ୍‌ଦର୍ଶନ ଦେବେ। ଆଜିର ରାଶିଫଳ (୦୯.୦୩.୨୦୨୪) ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି … Continue reading ଆଜି ବିଭିନ୍ନ ବିଭାଗରେ ନିଯୁକ୍ତ ହେବେ ୧୨୯୪ ଅଧିକାରୀ