www.samajalive.in
Monday, December 8, 2025
20.1 C
Bhubaneswar

ଆଜି ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ବର: ଆଜି ଅପରାହ୍ଣ ସାଢ଼େ ୫ଟାରେ ଲୋକସେବା ଭବନରେ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ପଞ୍ଚମପାଳିର ଦ୍ବିତୀୟ ଦଫାରେ ଶପଥ ନେଇଥିବା ନୂତନ ମନ୍ତ୍ରୀଗଣଙ୍କୁ ରାଜ୍ୟର ବିକାଶ ପାଇଁ ଗୁରୁମନ୍ତ୍ର ଦିଆଯିବ। ଆସନ୍ତା ୨୦୨୪ରେ ସାଧାରଣ ନିର୍ବାଚନ ଥିବା ଦୃଷ୍ଟିରୁ ନୂତନ ମନ୍ତ୍ରିମଣ୍ଡଳର ଏହି ପ୍ରଥମ  ମନ୍ତ୍ରିପରିଷଦ ବୈଠକ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଉଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories