www.samajalive.in
Sunday, December 14, 2025
26.1 C
Bhubaneswar

ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ବର: ରାଜ୍ୟରେ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ହୋଇଛି। ୪ଟି ବର୍ଗର ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗୁରୁବାର ଏନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଚାରୋଟି ବର୍ଗ ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକଙ୍କ ମଜୁରୀ ବଢିଛି।

ସୂଚନା ଅନୁସାରେ, ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ୩୯୨ରୁ ୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି କୁଶଳୀ ଶ୍ରମିକମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବଢିଛି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories