ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ
ଭୁବନେଶ୍ବର: ରାଜ୍ୟରେ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ହୋଇଛି। ୪ଟି ବର୍ଗର ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗୁରୁବାର ଏନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଚାରୋଟି ବର୍ଗ ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକଙ୍କ ମଜୁରୀ ବଢିଛି। ସୂଚନା ଅନୁସାରେ, ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ୩୯୨ରୁ ୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି … Continue reading ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ
Copy and paste this URL into your WordPress site to embed
Copy and paste this code into your site to embed