ଭୁବନେଶ୍ବର: ରାଜ୍ୟର ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି ହୋଇଛି। ସେମାନଙ୍କ ମାସିକ ପାରିଶ୍ରମିକ ୧୩,୮୦୦ରୁ ୨୦,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହି ବୃଦ୍ଧି ପିଛିଲା ଭାବେ ୨୦୨୩ ମସିହା ଜାନୁଆରୀ ପହିଲାରୁ ଲାଗୁ ହେବ। ଏହାଦ୍ୱାରା ରାଜ୍ୟରେ କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ।
Popular Categories



