ଓଡ଼ିଶାରେ ସାମଗ୍ରୀ ଓ ସେବା କର-ଜିଏସଟି ସଂଗ୍ରହ ୨୪.୯୮% ବୃଦ୍ଧି

ଡେସ୍କ: ଚଳିତ ବର୍ଷ ଜୁଲାଇ ମାସରେ ରାଜ୍ୟ ଜିଏସ୍‌ଟି ସଂଗ୍ରହ ପରିମାଣରେ ୨୪.୯୮% ବୃଦ୍ଧି ଘଟିଛି। ଜୁଲାଇ ମାସରେ ଜିଏସଟି ସଂଗ୍ରହ ପରିମାଣ ୨୦୩୫.୧୮ କୋଟି ଟଙ୍କା ହୋଇଥିବା ବେଳେ ୨୦୨୩ ମସିହା ଜୁଲାଇ ମାସରେ ଏହି ପରିମାଣ ୧୬୨୮.୪୩ କୋଟି ଟଙ୍କା ଥିଲା। ସେହିପରି ଚଳିତ ବର୍ଷ ଜୁଲାଇ ମାସ ପର୍ଯ୍ୟନ୍ତ ରାଜ୍ୟର ଜିଏସ୍‌ଟି ସଂଗ୍ରହ ପରିମାଣ ୮୮୬୬.୯୫ କୋଟି ଟଙ୍କାରେ ପହଂଚିଛି ଏବଂ ଗତବର୍ଷ ୨୦୨୩ ଜୁଲାଇ ମାସ ପର୍ଯ୍ୟନ୍ତ ଏହି ପରିମାଣ ୭୦୫୫.୫୩ … Continue reading ଓଡ଼ିଶାରେ ସାମଗ୍ରୀ ଓ ସେବା କର-ଜିଏସଟି ସଂଗ୍ରହ ୨୪.୯୮% ବୃଦ୍ଧି