www.samajalive.in
Monday, December 15, 2025
26.1 C
Bhubaneswar

୪୪ ଡ଼ିଗ୍ରୀ ଉପରେ ୧୫ ସହର, ବାରିପଦାରେ ରେକର୍ଡ ତାପମାତ୍ରା ୪୬.୪

ଡେସ୍କ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅସମ୍ଭାଳ ହୋଇଛି। ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ଆଜି ରାଜ୍ୟର ୧୫ଟି ସହରରେ ତାପମାତ୍ରା ୪୪ ଡ଼ିଗ୍ରୀ ଉପରେ ରହିଛି। ତେବେ ବାରିପଦାରେ ସର୍ବାଧିକ ତାପମାତ୍ରା ୪୬. ୪ ଡ଼ିଗ୍ରୀ ରେକର୍ଡ କରାଯାଇଛି। ବାଲେଶ୍ୱରରେ ୪୬ ଡ଼ିଗ୍ରୀ ଏବଂ ଭୁବନେଶ୍ୱର ୪୫.୪ ଡ଼ିଗ୍ରୀ ତାପମାତ୍ରା ରହିଥିବା ଜଣାପଡିଛି।

https://samajalive.in/india-t20-world-cup-squad-2024-declared-1323232/556988.html

- Advertisement -

ସୂଚନା ମୁତାବକ, ରାଜ୍ୟରରେ ଆଜି ୨୯ଟି ସହରରେ ତାପମାତ୍ରା ୪୨ ଡ଼ିଗ୍ରୀରୁ ଅଧିକ ରହିଛି। ୪୪ ଡିଗ୍ରୀ ଉପରେ ବାରିପଦା, ବାଲେଶ୍ୱର, ଭୁବନେଶ୍ୱର, ଅନୁଗୁଳ, ତାଳଚେର, ଢେଙ୍କାନାଳ, ଯାଜପୁର, ବୌଦ୍ଧ, ଝାରସୁଗୁଡା, କଟକ, କେନ୍ଦ୍ରାପଡା, ଟିଟିଲାଗଡ଼, ନୟାଗଡ଼, ନୂଆପଡା ଓ ଭଦ୍ରକ ରହିଥିଲା।

ଯେଉଁ ଖବରକାଗଜରେ କ୍ଷମା ପ୍ରାର୍ଥନା କରାଯାଇଛି, ସେସବୁ ଦାଖଲ କର

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories