www.samajalive.in
Sunday, December 7, 2025
26.1 C
Bhubaneswar

ହୋମ ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ, ଖୁବ୍ ଶୀଘ୍ର ପୂରଣ ହେବ ଖାଲି ପଦବୀ

ଭୁବନେଶ୍ୱର : ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି  ରହିତାଦେଶ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ।

ସୂଚନା ଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ହୋମ ଗାର୍ଡ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ ଗାର୍ଡ କାର୍ଯ୍ୟରତ ଅଛନ୍ତି। ୨୩୬୯ ପଦବୀ ଖାଲି ଅଛି। ଏହି ନିଷ୍ପତ୍ତି ଦ୍ବାରା ଖାଲି ଥିବା ପଦବୀ ଗୁଡ଼ିକ ଆବଶ୍ୟକତା ଅନୁଯାୟୀ ପୂରଣ କରାଯାଇ ପାରିବ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories