www.samajalive.in
Monday, December 8, 2025
27.1 C
Bhubaneswar

ଗଠନ ହେଲା ଓଡ଼ିଶା ଲ’ କମିଶନ, ଜଷ୍ଟିସ ବିଶ୍ୱନାଥ ରଥ ଅଧ୍ୟକ୍ଷ

ଭୁବନେଶ୍ୱର: ଓଡ଼ିଶା ଲ’ କମିଶନ ଆଜି ଗଠିତ ହୋଇଛି। ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ଓଡ଼ିଶା ଲ’ କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଓଡିଶା ଲ’ କମିଶନରେ ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି। ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଓଡ଼ିଶା ଲ’ କମିଶନର ଏକ୍ସ ଅଫିସିଓ ସଦସ୍ୟ ରହିଥିବାବେଳେ ଆଇନ ବିଭାଗ ପ୍ରମୁଖ ସଚିବ ମଧ୍ୟ ଏକ୍ସ ଅଫିସିଓ ସଦସ୍ୟ ରହିବେ ବୋଲି ସୂଚନା ଦିଆଯାଇଛି। ବରିଷ୍ଠ ଆଇନଜୀବୀ ସୂର୍ଯ୍ୟପ୍ରକାଶ ମିଶ୍ର ଏବଂ ସୌରଚନ୍ଦ୍ର ମହାପାତ୍ର ଓଡ଼ିଶା ଲ’ କମିଶନର ସଦସ୍ୟ ରହିଥିବା ବେଳେ କମିଶନଙ୍କ ସଚିବଙ୍କୁ ମଧ୍ୟ ଲ’ କମିଶନରେ ସ୍ଥାନୀତ କରାଯାଇଛି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories