www.samajalive.in
Monday, December 8, 2025
27.1 C
Bhubaneswar

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ୨୦୧୯ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ମୋଟ ୪ଟି ପର୍ଯ୍ୟାୟରେ ରାଜ୍ୟରେ ଲୋକସଭା ଏବଂ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏପ୍ରିଲ ୧୧ତାରିଖରେ ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଏପ୍ରିଲ ୧୮ତାରିଖରେ ୨ୟ ପର୍ଯ୍ୟାୟରେ ୫ଟି ଲୋକସଭା ଆସନ, ଏପ୍ରିଲ ୨୩ତାରିଖରେ ୩ୟ ପର୍ଯ୍ୟାୟରେ ୬ଟି ଲୋକସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ସେହିପରି ଏପ୍ରିଲ ୨୯ତାରିଖରେ ୪ର୍ଥ ପର୍ଯ୍ୟାୟରେ ମଧ୍ୟ ୬ଟି ଲୋକସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟରେ ପୂର୍ବରୁ ସାଧାରଣତଃ ୨ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଚଳିତ ଥର ରାଜ୍ୟରେ ୪ଟି ପର୍ଯ୍ୟାୟରେ ଲୋକସଭା ଏବଂ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।

ମଇ ୨୩ ତାରିଖରେ ଭୋଟଗଣନା କରା​ଯାଇ ଫଳାଫଳ ପ୍ରକାଶ​  ପାଇବ।

- Advertisement -

 

 

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories