www.samajalive.in
Tuesday, December 9, 2025
26.1 C
Bhubaneswar

ନଭେମ୍ବର ୮ରୁ ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ଫର୍ମ ପୂରଣ ଆରମ୍ଭ

ଡେସ୍କ: ରାଜ୍ୟରେ ଥିବା ମଧ୍ୟମା (ସଂସ୍କୃତ) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରତିଷ୍ଠାନ ୨୦୨୫ ଦଶମ ବୋର୍ଡ ପରୀକ୍ଷା ନିମନ୍ତେ ଆସନ୍ତା ଶୁକ୍ରବାର (ନଭେମ୍ବର ୮) ଠାରୁ ଫର୍ମ ପୂରଣ ଆରମ୍ଭ ହେବ। ଆଜି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନା ଅନୁଯାୟୀ, ଉଭୟ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରତିଷ୍ଠାନ ଛାତ୍ରଛାତ୍ରୀ ମାନେ ଚଳିତ ନଭେମ୍ବର ୮ରୁ ୧୮ ତାରିଖ ମଧ୍ୟରେ ଫର୍ମ ପୂରଣ କରିପାରିବେ। ଏହା ନଭେମ୍ବର ୧୮ ତାରିଖ ଯାଏଁ ଚାଲିବ। ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରତିଷ୍ଠାନ ଛାତ୍ରଛାତ୍ରୀମାନେ ଅନଲାଇନ ମାଧ୍ୟମରେ ଫର୍ମ ପୂରଣ କରିବାକୁ ଥିବା ବେଳେ ମଧ୍ୟମା ଛାତ୍ରଛାତ୍ରୀମାନେ ଅଫଲାଇନ ଜରିଆରେ ଫର୍ମ ପୂରଣ କରିବେ। ଫର୍ମ ପୂରଣ ସଂକ୍ରାନ୍ତ ସମସ୍ତ ତଥ୍ୟ ଓ ନିର୍ଦ୍ଦେଶାବଳୀ ମାଧ୍ୟମିକ ଶିକ୍ଷା ପରିଷଦର ୱେବସାଇଟ http://bseodisha.ac.in ରେ ଉପଲବ୍ଧ ହେଉଥିବା ବିଜ୍ଞପ୍ତିରେ କୁହାଯାଇଛି।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories