www.samajalive.in
Friday, December 5, 2025
23.1 C
Bhubaneswar

ସରିଲା ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର: ଫେବୃଆରୀ ୨୦ରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ସୋମବାର ଶେଷ ହୋଇଛି । ଶେଷ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେଇଛନ୍ତି ପରୀକ୍ଷାର୍ଥୀ । ରାଜ୍ୟର ୩୦୪୭ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ୫ଲକ୍ଷ ୭୨ହଜାର ୪୭୯ଜଣ ପରୀକ୍ଷାର୍ଥୀ । ପ୍ରଥମ ଥର ପାଇଁ ଚଳିତ ମାଟ୍ରିକ ପରୀକ୍ଷାରେ ବୋର୍ଡ ପକ୍ଷରୁ ଏ.ଆଇ ବ୍ୟବହାର କରାଯାଇଥିଲା ।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories